Header Ads

Header ADS

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ/ଫିରିଙ୍ଗିଆ: ପୁରୀ ଶ୍ରୀମନ୍ଦିରର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ରାଜ୍ୟର କୋଣ ଅନୁକୋଣରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଫିରିଙ୍ଗିଆରେ ମଧ୍ୟ୍ୟ ଏହି ପରିକ୍ରମା ପ୍ରକଳ୍ପ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଫିରିଙ୍ଗିଆ ସହର ମଧ୍ୟ୍ୟରେ ଥିବା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଫିରିଙ୍ଗିଆ ବ୍ଲକ ପ୍ରଶାସନ ଦ୍ୱାରା ଏହି କାର୍ଯ୍ୟକ୍ରମକୁ ଆୟୋଜନ କରାଯାଇଥିବା ବେଳେ ଗୋଷ୍ଠି ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରାଙ୍କ ସହ ଫିରିଙ୍ଗିଆ ସମିତିସଭ୍ୟା ମୌସୁମୀ ପ୍ରଧାନ ଉପସ୍ଥିତ ଥିଲେ।



No comments

Powered by Blogger.